ଆଜିର ରାଶିଫଳ

Truthink
ସେୟାର କରନ୍ତୁ

ମେଷ: ଆଇନଜୀବୀଙ୍କ ଲାଗି ଦିନଟି ଲାଭପ୍ରଦ। ସନ୍ତାନଙ୍କ ଉନ୍ନତିରେ ଗୌରବାନ୍ବିତ ଅନୁଭବ କରିବେ । କାନକୁହା ବ୍ୟକ୍ତିଙ୍କ ଠାରୁ ଦୁରେଇ ରୁହନ୍ତୁ, ଅଯଥା ହଇରାଣ ହୋଇପାରନ୍ତି ।

ବୃଷ: ଦୂରବନ୍ଧୁଙ୍କ ସହାୟତା ପାଇପାରନ୍ତି । ପରିଶ୍ରମ କରନ୍ତୁ, ସୁଫଳ ପାଇବେ । ପରିବାର ଲୋକଙ୍କ ସହିତ ଅଧିକ ସମୟ ବିତାଇବେ । କାର୍ଯ୍ୟକ୍ଷେତ୍ରରେ ସହଧର୍ମିଣୀଙ୍କ ସହାୟତା ମିଳିପାରେ ।

ମିଥୁନ: ଧର୍ମ-କର୍ମ ସଂପାଦନ କରିପାରନ୍ତି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ। ମାଲିମୋକଦମାରେ ବିଜୟୀ ହେବେ । କୀର୍ତ୍ତିମାନ ହୋଇପାରନ୍ତି ।

କର୍କଟ: ଠାକୁରଙ୍କ କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ । ବ୍ୟବସାୟ ନେଇ ବ୍ୟସ୍ତ ରହିବେ। ସରକାରୀ ଚାକିରିଆଙ୍କୁ ଭଲ ଖବର ମିଳିବ। ସୁଖ-ସନ୍ତୋଷ ଲାଭ କରିପାରନ୍ତି । ସାଧନାରେ ସିଦ୍ଧି ପ୍ରାପ୍ତ ହେବେ ।

ସିଂହ: ବୁଝି-ବିଚାରି କାର୍ଯ୍ୟ କରିବାକୁ ପଡିବ । ବ୍ୟବସାୟରେ ଯଥେଷ୍ଟ ଲାଭ ହେବ। ପରିବାରରେ କାହାର ଦେହ ଖରାପକୁ ନେଇ ଚିନ୍ତାରେ ରହିପାରନ୍ତି । କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ ।

କନ୍ୟା: ପଠନ-ଲିଖନ ଉପରେ ଅଧିକ ଧ୍ୟାନ ଦେଇପାରନ୍ତି । ଆପଣଙ୍କୁ ଉଚିତ ସମୟର ଧ୍ୟାନ ରଖିବାକୁ ହେବ। ଦୀର୍ଘଦିନର ଆଶା ପୂରଣ ହୋଇପାରେ । କର୍ମକ୍ଷେତ୍ରରେ ସଫଳତା ମିଳିବ ।

ତୁଳା: ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡିବ । ଅତିଶୀଘ୍ର ନୂଆ ଦାୟିତ୍ବ ମିଳିପାରେ । ଶୁଭ ସମାଚାର ପାଇବେ। ଦାମ୍ପତ୍ୟ ଜୀବନ ପ୍ରେମପୂର୍ଣ୍ଣ ରହିବ । ଶତ୍ରୁର ବିନାଶ ଘଟାଇ ଧନଭୋଗ କରିପାରନ୍ତି । କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ ।

ବିଛା: ନିଜ କାମରେ ଅଧିକ ପରିଶ୍ରମ କରନ୍ତୁ, ସଫଳତା ପାଇବେ। କର୍ମ ଯୋଗୀ ହେବେ । ଆୟର ମାତ୍ରା ବୃଦ୍ଧି ପାଇବ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ । ଅଧିକ ଦାୟିତ୍ୱ ବହନ କରିପାରନ୍ତି ।

ଧନୁ: କାର୍ଯ୍ୟ କ୍ଷେତ୍ରରେ ଉତ୍ସାହିତ ହେବେ । ଅଫିସ କାମରେ ବଡ଼ ସହରକୁ ଯାଇ ପାରନ୍ତି। ଛାତ୍ରୀମାନେ ଅଧୢୟନ ଶୈଳୀରେ ପରିବର୍ତ୍ତନ କରିବେ । ସାମାନ୍ୟ ତ୍ରୁଟି ପରିଲକ୍ଷିତ ହୋଇପାରେ । ସୁଖ-ସନ୍ତୋଷ ଲାଭ କରିପାରନ୍ତି ।

ମକର: ନିର୍ଭରଶୀଳ ନ ହୋଇ ସ୍ୱାଧୀନ ଚିନ୍ତାଧାରା ନେଇ କାର୍ଯ୍ୟ ସଂପାଦନ କରିବେ । ବ୍ୟବସାୟ ଉପରେ ବିରୋଧୀଙ୍କର ନଜର ରହିବ। କର୍ମକ୍ଷେତ୍ରରୁ ସଫଳତା ପାଇବେ ଓ ସୁଖ-ସନ୍ତୋଷ ଲାଭ କରିପାରନ୍ତି ।

କୁମ୍ଭ: ଆରମ୍ଭ କରିଥିବା କାର୍ଯ୍ୟର ସଫଳ ରୂପାୟନ ହେବ ଓ ସେଥିରେ ପ୍ରଶଂସାର ପାତ୍ର ହୋଇପାରନ୍ତି । ଆପଣଙ୍କର ସବୁ କାମ ସ˚ପୂର୍ଣ୍ଣ ହୋଇଯିବ । ଘାତଚନ୍ଦ୍ର ଭୋଗ ହେତୁ ଯାନବାହନ ଚଳାଚଳରେ ସତର୍କ ରୁହନ୍ତୁ ।

ମୀନ: ଯାହା କରିବେ ଭାବିଚିନ୍ତି କରିବେ, ସେଥିରେ ସଫଳତା ମିିଳିବ । ବ୍ୟବସାୟରେ ଉନ୍ନତି ହେବ। ଦାମ୍ପତ୍ୟ ସମ୍ବନ୍ଧ ନିବିଡ଼ ହେବ। କର୍ମକ୍ଷେତ୍ରରେ ଠିକ୍ରେ କାମ କରନ୍ତୁ, ସେଥିରେ ପ୍ରଶଂସାର ପାତ୍ର ହେବେ ।


ସେୟାର କରନ୍ତୁ