ରାଜ୍ୟରେ 24 ଘଣ୍ଟାରେ 16 ଜଣଙ୍କ ମୃତ୍ୟୁ, ମୋଟ ମୃତକଙ୍କ ସଂଖ୍ୟା 1543କୁ ବୃଦ୍ଧି

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ 24 ଘଣ୍ଟାରେ ମଧ୍ୟରେ 16 ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଅଛି । ଏହି ମୃତକମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 1543କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ସୂଚନା ଯୋଗ୍ୟ ଯେ,ଏବେ ରାଜ୍ୟରେ ମୋଟ 309408 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 9950ଟି ଆକ୍ଟିଭ କେସ୍ ରହିଅଛି ଏବଂ 297862 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ