ମେଷ: ସୁସମ୍ବାଦ ପ୍ରାପ୍ତ ହୋଇପାରେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରେ ପ୍ରଗତି । ପ୍ରେମରେ ସଫଳତା ମିଳିବ । ଚାକିରିଆଙ୍କୁ ଖୁସି ଖବର ମିଳିବ ।
ବୃଷ: ଆଜି ଦିନରେ ଟିକେ ଜଗି ରଖି ଚାଲନ୍ତୁ, କାର୍ଯ୍ୟ ସାମାନ୍ୟ ହୋଇଯିବ । ଦୀର୍ଘ ଦିନରୁ ପରିବାରରେ ଲାଗି ରହିଥିବା ମତଭେଦ ଦୂର ହୋଇପାରେ । ଅଧା ରହିଥିବା କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିବାରେ ସକ୍ଷମ ହେବେ ।
ମିଥୁନ: ବିଭିନ୍ନ ଦିଗରୁ ସହଯୋଗ । କର୍ମ ଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । କାର୍ଯ୍ୟ କ୍ଷେତ୍ରରେ ଲାଗି ରହିଥିବା ବିବାଦ ସମାଧାନର ବାଟ ଖୋଲିପାରେ । ବନ୍ଧୁଙ୍କ ସହ ସମ୍ପର୍କ ଆହୁରି ମଜଭୁତ ହେବ ।
କର୍କଟ: କିଛି ଜରୁରୀ ବିଷୟରେ ବରିଷ୍ଠଙ୍କ ପରାମର୍ଶ ନେଇ ପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଦାମ୍ପତ୍ୟ ଜୀବନରେ ସୁଖ ବଢ଼ିବ । ବାଣିଜ୍ୟ କ୍ଷେତ୍ରରେ ଥିବା ଲୋକ ମାନଙ୍କୁ ଆୟର ନୂଆ ଉତ୍ସ ମିଳିବ ।
ସି˚ହ: ମନ ପ୍ରସନ୍ନ ରହିବ ଏବଂ ସମସ୍ତଙ୍କର ସ୍ନେହର ପତ୍ର ହୋଇପାରନ୍ତି । ବିବାଦରେ ବିଜୟୀ ହେବେ । ଭୂସ˚ପତ୍ତି କିଣିବାର ସମ୍ଭାବନା ଯୋଗ ରହିଛି । କାର୍ଯ୍ୟ କ୍ଷେତ୍ରରେ ଲାଗି ରହିଥିବା ବିବାଦ ସମାଧାନର ବାଟ ଖୋଲିପାରେ ।
କନ୍ୟା: କୌଣସି ନୂଆ କାମକୁ ହାତକୁ ନେଇ ପାରନ୍ତି । ଆପଣଙ୍କର କ୍ଷମତା ବୃଦ୍ଧି ହେବ । ମାଲିମୋକଦ୍ଦମାରେ ବିଜୟୀ ହେବେ । ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ । ଛାତ୍ରଛାତ୍ରୀମାନେ ଲେଖାପଢ଼ାରେ ମନ ନିବେଶ କରିବେ ।
ତୁଳା: ଆଜି ଦିନଟି ଆପଣଙ୍କ ପାଇଁ ଭଲ ରହି ଅଛି । ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ । ସମାଜରେ ମାନ ସମ୍ମାନ ପ୍ରତିଷ୍ଠା ପାଇବେ। ଆର୍ଥିକ ସ୍ଥିତିରେ ଉନ୍ନତି ହେବାର ରହିଛି । ରାଜନୀତି କ୍ଷେତ୍ରରେ ସମ୍ମାନ ଯୋଗ ରହିଛି ।
ବିଛା: ଅର୍ଥନୈତିକ ମାମଲାରେ ଆପଣଙ୍କୁ ଲାଭ ମିଳିପାରେ । ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ । ବୈଦେଶିକ ବ୍ୟାପାର କ୍ଷେତ୍ରରେ କୌଣସି ବଡ଼ କାର୍ଯ୍ୟ ହୋଇପାରେ । ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ ।
ଧନୁ: ଅନ୍ୟ ଲୋକଙ୍କ ଜରିଆରେ ଆପଣଙ୍କ କାମ ପୂରା ହୋଇପାରେ । ରାଜନୀତି କ୍ଷେତ୍ରରେ ସମ୍ମାନ ଯୋଗ ରହିଛି । ପାରିବାରିକ ଜୀବନ ସୁଖମୟ ହେବ । ଦାମ୍ପତ୍ୟ ଜୀବନରେ ସୁଖ ବଢ଼ିବ ।
ମକର: ଭବିଷ୍ୟତକୁ ସୁଧାରିବା ଲାଗି ନୂଆ ପଦକ୍ଷେପ ମାନ ଗ୍ରହଣ କରିପାରନ୍ତି । ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ । ବନ୍ଧୁଙ୍କ ସହ ସାକ୍ଷାତ୍ ହୋଇପାରେ । ଶତ୍ରୁକୁ କରାୟତ୍ତ କରିବାରେ ସକ୍ଷମ ହେବେ ।
କୁମ୍ଭ: ଅଧୁରା କାମ ପୂରା ହେବ। ବେପାରରେ ଉଚିତ ଲାଭ ପାଇବେ । ସୁଖ-ସମ୍ମାନ ଲାଭ କରିପାରନ୍ତି । ବୈବାହିକ ଜୀବନ ଖୁସିମୟ ହେବ । ପ୍ରେମ ପ୍ରସଙ୍ଗରେ ସବୁ ଭଲ ରହିବ ।
ମୀନ: ନିଜ କାମରେ ଅଧିକ ପରିଶ୍ରମ କରିବାକୁ ପଡ଼ିବ । କଳା ସାହିତ୍ୟ କ୍ଷେତ୍ରରେ ଆପଣଙ୍କର ସମ୍ମାନ ବଢ଼ିବ । ଚାକିରିଆଙ୍କୁ ଖୁସି ଖବର ମିଳିବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି ।