ଆଜିର ରାଶିଫଳ

ଜୀବନଚର୍ଯ୍ୟା
ସେୟାର କରନ୍ତୁ

ମେଷ: ସୁସମ୍ବାଦ ପ୍ରାପ୍ତ ହୋଇପାରେ । ପ୍ରେମରେ ସଫଳତା ମିଳିବ । ଅଚାନକ ଧନଲାଭ ହେବାର ସମ୍ଭାବନା । ଅଧା ରହିଥିବା କାର୍ଯ୍ୟକୁ ପୂର୍ଣ୍ଣାଙ୍କ କରିବାରେ ସକ୍ଷମ ହେବେ ।

ବୃଷ: ଆଜି ଦିନଟି ଆପଣଙ୍କ କ୍ୟାରିୟର ପ୍ରତି ଭଲ ରହିଛି । ଛାତ୍ରଛାତ୍ରୀମାନେ ଲେଖାପଢ଼ାରେ ମନୋନିବେଶ କରିବେ । ଦୀର୍ଘ ଦିନରୁ ପରିବାରରେ ଲାଗି ରହିଥିବା ମତଭେଦ ଦୂର ହୋଇପାରେ ।

ମିଥୁନ: ବିଭିନ୍ନ ଦିଗରୁ ସହଯୋଗ । କର୍ମ ଚଞ୍ଚଳ ରହିବେ । କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପନ କରିବେ । ବାଣିଜ୍ୟ କ୍ଷେତ୍ରରେ ଥିବା ଲୋକ ମାନଙ୍କୁ ଆୟର ନୂଆ ଉତ୍ସ ମିଳିବ । ବନ୍ଧୁଙ୍କ ଗହଣରେ ସମୟ ବିତିପାରେ ।

କର୍କଟ: କିଛି ଜରୁରୀ ବାହାରକୁ ଯାଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । କିଛି ନୂଆ କରିବାର ସୁଯୋଗ ମିଳିପାରେ । ଭୂସ˚ପତ୍ତି କିଣିବାର ସମ୍ଭାବନା ଯୋଗ ରହିଛି ।

ସି˚ହ: ମନ ପ୍ରସନ୍ନ ରହିବ । ବନ୍ଧୁଙ୍କ ଗହଣରେ ସମୟ ବିତିପାରେ । ବିବାଦରେ ବିଜୟୀ ହେବେ । ବନ୍ଧୁଙ୍କ ସହ ସମ୍ପର୍କ ଆହୁରି ମଜଭୁତ ହେବ । ପାରିବାରିକ ଜୀବନ ସୁଖମୟ ହେବାର ଯୋଗ ରହିଛି ।

କନ୍ୟା: କୌଣସି ନୂଆ କାମକୁ ହାତକୁ ନେଇ ପାରନ୍ତି । ଆପଣଙ୍କର କ୍ଷମତା ବୃଦ୍ଧି ହେବ । ବନ୍ଧୁଙ୍କ ଗହଣରେ ସମୟ ବିତିପାରେ । ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ । ବୈବାହିକ ଜୀବନ ଖୁସିମୟ ହେବ ।

ତୁଳା: ମାଲିମୋକଦ୍ଦମାରେ ବିଜୟୀ ହେବେ । ବନ୍ଧୁଙ୍କ ସହ ସମ୍ପର୍କ ଆହୁରି ମଜଭୁତ ହେବ । ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ । ଛାତ୍ରଛାତ୍ରୀମାନେ ଲେଖାପଢ଼ାରେ ମନ ନିବେଶ କରିବେ ।

ବିଛା: ଅର୍ଥନୈତିକ ମାମଲାରେ ଆପଣଙ୍କୁ ଲାଭ ମିଳିପାରେ । ବୈଦେଶିକ ବ୍ୟାପାର କ୍ଷେତ୍ରରେ ବଡ଼ ଚୁକ୍ତି ହୋଇପାରେ । ପ୍ରେମ ଓ ଭଲ ପାଇବା କ୍ଷେତ୍ରରେ ସତେଜତା ଅନୁଭବ କରିବେ ।

ଧନୁ: ଅନ୍ୟ ଲୋକଙ୍କ ଜରିଆରେ ଆପଣଙ୍କ କାମଟିକୁ ପୂରା କରିବାରେ ସକ୍ଷମ ହେବେ । ସମାଜରେ ମାନ ସମ୍ମାନ ପାଇବାର ଯୋଗ ରହିଛି । ପାରିବାରିକ ଜୀବନ ସୁଖମୟ ହେବ ।

ମକର: ଆପଣଙ୍କର କ୍ଷମତା ବୃଦ୍ଧି ହେବ । ଆର୍ଥିକ ସ୍ଥିତିରେ ଉନ୍ନତି ହେବାର ରହିଛି । ରାଜନୀତି କ୍ଷେତ୍ରରେ ସମ୍ମାନ ଯୋଗ ରହିଛି ।ଭବିଷ୍ୟତକୁ ଆଖି ଆଗରେ ରଖି କାମ କରିପାରନ୍ତି ।

କୁମ୍ଭ: କଳା ସାହିତ୍ୟ କ୍ଷେତ୍ରରେ ଆପଣଙ୍କର ସମ୍ମାନ ବଢ଼ିବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଦାମ୍ପତ୍ୟ ଜୀବନରେ ସୁଖ ବଢ଼ିବ । ସୁଖ-ସମ୍ମାନ ଲାଭ କରିପାରନ୍ତି । ପ୍ରେମ ପ୍ରସଙ୍ଗରେ ସବୁ ଭଲ ରହିବ ।

ମୀନ: ନିଜ କାମରେ ଅଧିକ ପରିଶ୍ରମ କଲେ ଫଳ ମିଳିବ । କଳା ସାହିତ୍ୟ କ୍ଷେତ୍ରରେ ଆପଣଙ୍କର ସମ୍ମାନ ବଢ଼ିବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଚାକିରିଆଙ୍କୁ ଖୁସି ଖବର ମିଳିବ ।


ସେୟାର କରନ୍ତୁ