ମେଷ: ବନ୍ଧୁଙ୍କ ଗହଣରେ ସମୟ ବିତିପାରେ । ନିଜ କାମରେ ଅଧିକ ପରିଶ୍ରମ କରିବାକୁ ପଡ଼ିବ । ସୁସମ୍ବାଦ ପ୍ରାପ୍ତ ହୋଇପାରେ । ବ୍ୟବସାୟରେ ପ୍ରଗତି ହେବ । ପ୍ରେମରେ ସଫଳତା ମିଳିବ ।
ବୃଷ: ଅଚାନକ ଧନଲାଭ ହେବାର ସମ୍ଭାବନା । କିଛି ନୂଆ କରିବାର ସୁଯୋଗ ମିଳିପାରେ । ପୂର୍ବରୁ କରିଥିବା କାମର ଲାଭ ଉଠାଇ ପାରନ୍ତି । ବନ୍ଧୁଙ୍କ ଗହଣରେ ସମୟ ବିତିପାରେ ।
ମିଥୁନ: ଦୀର୍ଘ ଦିନରୁ ପରିବାରରେ ଲାଗି ରହିଥିବା ମତଭେଦ ଦୂର ହୋଇପାରେ । ଅଧା ରହିଥିବା କାର୍ଯ୍ୟକୁ ପୂର୍ଣ୍ଣାଙ୍କ କରିବାରେ ସକ୍ଷମ ହେବେ । କିଛି ନୂଆ କରିବାର ସୁଯୋଗ ମିଳିପାରେ ।
କର୍କଟ: କିଛି ଜରୁରୀ ବିଷୟରେ ବରିଷ୍ଠଙ୍କ ପରାମର୍ଶ ନେଇ ପାରନ୍ତି । ବାଣିଜ୍ୟ କ୍ଷେତ୍ରରେ ଥିବା ଲୋକ ମାନଙ୍କୁ ଆୟର ନୂଆ ଉତ୍ସ ମିଳିବ । ଭୂସ˚ପତ୍ତି କିଣିବାର ସମ୍ଭାବନା ଯୋଗ ରହିଛି ।
ସି˚ହ: କାର୍ଯ୍ୟ କ୍ଷେତ୍ରରେ ଲାଗି ରହିଥିବା ବିବାଦ ସମାଧାନର ବାଟ ଖୋଲିପାରେ । ବନ୍ଧୁଙ୍କ ସହ ସମ୍ପର୍କ ଆହୁରି ମଜଭୁତ ହେବ । ପାରିବାରିକ ଜୀବନ ସୁଖମୟ ହେବାର ଯୋଗ ରହିଛି ।
କନ୍ୟା: କୌଣସି ନୂଆ କାମକୁ ହାତକୁ ନେଇ ପାରନ୍ତି । ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ । ବାଣିଜ୍ୟ କ୍ଷେତ୍ରରେ ଥିବା ଲୋକ ମାନଙ୍କୁ ଆୟର ନୂଆ ଉତ୍ସ ମିଳିବ । ଛାତ୍ରଛାତ୍ରୀମାନେ ଲେଖାପଢ଼ାରେ ମନ ନିବେଶ କରିବେ ।
ତୁଳା: ବନ୍ଧୁଙ୍କ ସହ ସମ୍ପର୍କ ଆହୁରି ମଜଭୁତ ହେବ । ପାରିବାରିକ ଜୀବନ ସୁଖମୟ ହେବାର ଯୋଗ ରହିଛି । ଆପଣଙ୍କର କ୍ଷମତା ବୃଦ୍ଧି ହେବ । ଯାହା ଫଳରେ ଅନେକ କିଛି ହାସଲ କରିପାରିବେ ।
ବିଛା: ଆର୍ଥିକ ସ୍ଥିତିରେ ଉନ୍ନତି ହେବାର ରହିଛି । ରାଜନୀତି କ୍ଷେତ୍ରରେ ସମ୍ମାନ ଯୋଗ ରହିଛି । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି ।ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ ।
ଧନୁ: ଶତ୍ରୁକୁ କରାୟତ୍ତ କରିବାରେ ସକ୍ଷମ ହେବେ । ବୈବାହିକ ଜୀବନ ଖୁସିମୟ ହେବ । ଅନ୍ୟ ଲୋକଙ୍କ ଜରିଆରେ ଆପଣଙ୍କ କାମ ପୂରା ହୋଇପାରେ । ଭଲ ପାଇବା କ୍ଷେତ୍ରରେ ସମ୍ପର୍କ ମଜଭୁତ ହେବ ।
ମକର: ସମାଜରେ ମାନ ସମ୍ମାନ ପ୍ରତିଷ୍ଠା ପାଇବେ। ପାରିବାରିକ ଜୀବନ ସୁଖମୟ ହେବ । ଭବିଷ୍ୟତକୁ ସୁଧାରିବା ଲାଗି ନୂଆ ପଦକ୍ଷେପ ମାନ ଗ୍ରହଣ କରିପାରନ୍ତି । ବନ୍ଧୁଙ୍କ ସହ ସାକ୍ଷାତ୍ ହୋଇପାରେ ।
କୁମ୍ଭ: ସୁସମ୍ବାଦ ପ୍ରାପ୍ତ ହୋଇପାରେ । ନିଜ କାମରେ ଅଧିକ ପରିଶ୍ରମ କରିବାକୁ ପଡ଼ିବ । କଳା ସାହିତ୍ୟ କ୍ଷେତ୍ରରେ ଆପଣଙ୍କର ସମ୍ମାନ ବଢ଼ିବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଅଧୁରା କାମ ପୂରା ହେବ । ଚାକିରିଆଙ୍କୁ ଖୁସି ଖବର ମିଳିବ ।
ମୀନ: ସୁଖ-ସମ୍ମାନ ଲାଭ କରିପାରନ୍ତି । ପ୍ରେମ ପ୍ରସଙ୍ଗରେ ସବୁ ଭଲ ରହିବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଦାମ୍ପତ୍ୟ ଜୀବନରେ ସୁଖ ବଢ଼ିବ । ବେପାରରେ ଉଚିତ ଲାଭ ପାଇବେ ।