ଆଜିର ରାଶିଫଳ

ଜୀବନଚର୍ଯ୍ୟା
ସେୟାର କରନ୍ତୁ

ମେଷ: ଘରକୁ ବନ୍ଧୁଆଗମନର ସୂଚନା ରହିଛି । କିଛି ନୂଆ କରିବାର ସୁଯୋଗ ମିଳିପାରେ । ପୂର୍ବରୁ କରିଥିବା କାମର ଲାଭ ଉଠାଇ ପାରନ୍ତି । ବନ୍ଧୁଙ୍କ ଗହଣରେ ସମୟ ବିତିପାରେ ।

ବୃଷ: ନିଜ କାମରେ ଅଧିକ ପରିଶ୍ରମ କରିବାକୁ ପଡ଼ିବ । ସୁସମ୍ବାଦ ପ୍ରାପ୍ତ ହୋଇପାରେ । ବ୍ୟବସାୟରେ ପ୍ରଗତି ହେବ । ପ୍ରେମରେ ସଫଳତା ମିଳିବ । ଅଚାନକ ଧନାଗମର ସୂଚନା ରହିଛି ।

ମିଥୁନ: ପାରିବାରିକ କଳହରୁ ଦୂର ରୁହନ୍ତୁ । ଅଧା ରହିଥିବା କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିବାରେ ସକ୍ଷମ ହେବେ । କିଛି ନୂଆ କରିବାର ସୁଯୋଗ ମିଳିପାରେ । ଭଲପାଇବା କ୍ଷେତ୍ରରେ ସହଯୋଗ ମିଳିବ ।

କର୍କଟ: କିଛି ଜରୁରୀ ବିଷୟରେ ବରିଷ୍ଠଙ୍କ ସହ କଥାବାର୍ତ୍ତା କରିପାରନ୍ତି । ବାଣିଜ୍ୟ କ୍ଷେତ୍ରରେ ଥିବା ଲୋକ ମାନଙ୍କୁ ଆୟର ନୂଆ ଉତ୍ସ ମିଳିବ । ଭୂସ˚ପତ୍ତି କିଣିବାର ସମ୍ଭାବନା ଯୋଗ ରହିଛି ।

ସି˚ହ: କୌଣସି ନୂଆ କାମକୁ ହାତକୁ ନେଇ ପାରନ୍ତି । ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ । ବାଣିଜ୍ୟ କ୍ଷେତ୍ରରେ ଥିବା ଲୋକ ମାନଙ୍କୁ ଆୟର ନୂଆ ଉତ୍ସ ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢ଼ାରେ ମନ ନିବେଶ କରିବେ ।

କନ୍ୟା: ବନ୍ଧୁଙ୍କ ସହ ସମ୍ପର୍କ ଆହୁରି ମଜଭୁତ ହେବ । ରାଜନୈତିକ କ୍ଷେତ୍ରରେ ପତିଆରା ଜମାଇ ପାରନ୍ତି । ପାରିବାରିକ ଜୀବନ ସୁଖମୟ ହେବ । କାର୍ଯ୍ୟ କ୍ଷେତ୍ରରେ ସମାଧାନର ବାଟ ଖୋଲିପାରେ ।

ତୁଳା: ବନ୍ଧୁଙ୍କ ସହ ସମ୍ପର୍କ ଆହୁରି ମଜଭୁତ ହେବ । ପାରିବାରିକ ଜୀବନ ସୁଖମୟ ହେବାର ଯୋଗ ରହିଛି । ଆପଣଙ୍କର କ୍ଷମତା ବୃଦ୍ଧି ହେବ । ଯାହା ଫଳରେ ଅନେକ କିଛି ହାସଲ କରିପାରିବେ ।

ବିଛା: ଶତ୍ରୁକୁ କରାୟତ୍ତ କରିବାରେ ସକ୍ଷମ ହେବେ । ବୈବାହିକ ଜୀବନ ଖୁସିମୟ ହେବ । ଅନ୍ୟ ଲୋକଙ୍କ ଜରିଆରେ ଆପଣଙ୍କ କାମ ପୂରା ହୋଇପାରେ । ଚାକିରିଆଙ୍କୁ ଖୁସି ଖବର ମିଳିବ ।

ଧନୁ: ଆର୍ଥିକ ସ୍ଥିତିରେ ଉନ୍ନତି ହେବାର ରହିଛି । ରାଜନୀତି କ୍ଷେତ୍ରରେ ସମ୍ମାନ ଯୋଗ ରହିଛି । ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ । ଅଧୁରା କାମ ପୂରା ହେବ ।

ମକର: କଳା ସାହିତ୍ୟ କ୍ଷେତ୍ରରେ ଆପଣଙ୍କର ସମ୍ମାନ ବଢ଼ିବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସମାଜରେ ମାନ ସମ୍ମାନ ପ୍ରତିଷ୍ଠା ପାଇବେ। ପାରିବାରିକ ଜୀବନ ସୁଖମୟ ହେବ ।

କୁମ୍ଭ: ଭବିଷ୍ୟତକୁ ସୁଧାରିବା ଲାଗି ନୂଆ ପଦକ୍ଷେପ ମାନ ଗ୍ରହଣ କରିପାରନ୍ତି । ବନ୍ଧୁଙ୍କ ସହ ସାକ୍ଷାତ୍ ହୋଇପାରେ । ସୁସମ୍ବାଦ ପ୍ରାପ୍ତ ହୋଇପାରେ । ରାଜନୈତିକ କ୍ଷେତ୍ରରେ ପତିଆରା ଜମାଇ ପାରନ୍ତି ।

ମୀନ: ବେପାରରେ ଉଚିତ ଲାଭ ପାଇବେ । ସୁଖ-ସମ୍ମାନ ଲାଭ କରିପାରନ୍ତି । ପ୍ରେମ ପ୍ରସଙ୍ଗରେ ସବୁ ଭଲ ରହିବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଦାମ୍ପତ୍ୟ ଜୀବନରେ ସୁଖ ବଢ଼ିବ ।


ସେୟାର କରନ୍ତୁ