ଭୁବନେଶ୍ୱର : ରାଜ୍ୟରେ କରୋନାର ସ୍ଥିତି ଧୀରେ ଧୀରେ ସୁଧୁରିବାରେ ଲାଗିଅଛି, କିନ୍ତୁ ଏବେ ମଧ୍ୟ ସଙ୍କଟ ଟଳିନାହିଁ । ଆଜି ରାଜ୍ୟରେ 90 କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା 335080ରେ ପହଁଞ୍ଚିଛି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି ।
