ରାଜ୍ୟରେ ସୁସ୍ଥ ହେଲେ 11095 କରୋନା ଆକ୍ରାନ୍ତ, ମୋଟ ସୁସ୍ଥ ସଂଖ୍ୟା 692027

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନାର ପ୍ରକୋପ ଜାରି ରହିଛି । ଯଦିଓ ରାଜ୍ୟରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଅପେକ୍ଷା ସୁସ୍ଥ ସଂଖ୍ୟା ଅଧିକ ହେଉଅଛି, ତଥାପି ସଙ୍କଟ ଟଳି ନାହିଁ । ଆଜି ରାଜ୍ୟରେ 11 ହଜାର 095 କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା 6 ଲକ୍ଷ 92 ହଜାର 027ରେ ପହଁଞ୍ଚିଅଛି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି ।


ସେୟାର କରନ୍ତୁ