ରାଜ୍ୟରେ ସୁସ୍ଥ ହେଲେ 10 ହଜାର 434 କରୋନା ଆକ୍ରାନ୍ତ, ମୋଟ ସୁସ୍ଥ ସଂଖ୍ୟା 713055

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନାର ପ୍ରକୋପ ଜାରି ରହିଛି । ଯଦିଓ କରୋନା ପଜିଟିଭ ସଂଖ୍ୟା ଠାରୁ ସୁସ୍ଥ ସଂଖ୍ୟା ଅଧିକ ହେଉଅଛି ତଥାପି ସଙ୍କଟ ଟଳି ନାହିଁ । ଆଜି ରାଜ୍ୟରେ 10 ହଜାର 434 କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା 713055ରେ ପହଁଞ୍ଚିଅଛି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି ।


ସେୟାର କରନ୍ତୁ