Coronavirus: ପୂର୍ବ 24 ଘଣ୍ଟାରେ ସାମ୍ନାକୁ ଆସିଲା 92 ହଜାରରୁ ଅଧିକ ମାମଲା, 2219 ରୋଗୀଙ୍କ ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: କରୋନା ସଂକ୍ରମିଣର ଲହର ଭାରତରେ ଧିରେ ଧିରେ କମିବାକୁ ଲାଗି ଅଛି । ଏହା ଲଗାତାର ଦ୍ୱିତୀୟ ଦିନ ପାଇଁ ଏକ ଲକ୍ଷରୁ କମ କେସ ଆସିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 92 ହଜାର 596 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 2 ହଜାର 219 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 1 ଲକ୍ଷ 62 ହଜାର 664 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 92 ହଜାର 596
ଏପର୍ଯ୍ୟନ୍ତ ମୋଟ ମାମଲା -2 କୋଟି 90 ଲକ୍ଷ 89 ହଜାର 069

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 1 ଲକ୍ଷ 62 ହଜାର 664
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -2 କୋଟି 75 ଲକ୍ଷ 04 ହଜାର 126

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 2 ହଜାର 219
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 3 ଲକ୍ଷ 53 ହଜାର 528

ମୋଟ ଆକ୍ଟିଭ କେସ- ବାର ଲକ୍ଷ 31 ହଜାର 415

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 8 ଜୁନ୍ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 37 କୋଟି 01 ଲକ୍ଷ 93 ହଜାର 563 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 19,85,967 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ