ରାଜ୍ୟରେ ସୁସ୍ଥ ହେଲେ 4159 କରୋନା ଆକ୍ରାନ୍ତ, ମୋଟ ସୁସ୍ଥ ସଂଖ୍ୟା 848960

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ପଜିଟିଭି ସଂଖ୍ୟା କମ ହେବାରେ ଲାଗିଛି । ପ୍ରତେକ ଦିନ ପଜିଟିଭ ସଂଖ୍ୟା ଠାରୁ ସୁସ୍ଥ ସଂଖ୍ୟା ଅଧିକ ରହୁଅଛି । ଆଜି ରାଜ୍ୟରେ 4 ହଜାର 159 କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା 8 ଲକ୍ଷ 48 ହଜାର 960ରେ ପହଁଞ୍ଚିଅଛି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି ।


ସେୟାର କରନ୍ତୁ