ରାଜ୍ୟରେ ସୁସ୍ଥ ହେଲେ 3486 କରୋନା ଆକ୍ରାନ୍ତ, ମୋଟ ସୁସ୍ଥ ସଂଖ୍ୟା 856498

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ପଜିଟିଭି ସଂଖ୍ୟା କମ ହେବାରେ ଲାଗିଛି । ଆଜି ରାଜ୍ୟରେ 3 ହଜାର 486 କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା 8 ଲକ୍ଷ 56 ହଜାର 498ରେ ପହଁଞ୍ଚିଅଛି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି ।


ସେୟାର କରନ୍ତୁ