Coronavirus: ପୂର୍ବ 24 ଘଣ୍ଟାରେ ସାମ୍ନାକୁ 54 ହଜାର କେସ, 1321 ରୋଗୀଙ୍କ ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: କରୋନା ସଂକ୍ରମିଣର ଲହର ଭାରତରେ ଧିରେ ଧିରେ କମିବାକୁ ଲାଗି ଅଛି । ସଂଖ୍ୟାର କଥା କହିବା ତ ଏହା ପୂର୍ବ 24 ଘଣ୍ଟାର ରିପୋର୍ଟ ମୁତାବକ ଏହା 54 ହଜାର କେସ ସାମ୍ନାକୁ ଆସିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 54 ହଜାର 069 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 1 ହଜାର 321 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 68 ହଜାର 885 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 54 ହଜାର 069
ଏପର୍ଯ୍ୟନ୍ତ ମୋଟ ମାମଲା -3 କୋଟି 00 ଲକ୍ଷ 82 ହଜାର 778

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 68 ହଜାର 885
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -2 କୋଟି 90 ଲକ୍ଷ 63 ହଜାର 740

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 1 ହଜାର 321
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 3 ଲକ୍ଷ 91 ହଜାର 981

ମୋଟ ଆକ୍ଟିଭ କେସ- ଛଅ ଲକ୍ଷ 27 ହଜାର 057

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 23 ଜୁନ୍ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 39 କୋଟି 78 ଲକ୍ଷ 32 ହଜାର 667 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 18,59,469 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ