ରାଜ୍ୟରେ ସୁସ୍ଥ ହେଲେ 2 ହଜାର 641 କରୋନା ଆକ୍ରାନ୍ତ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ପଜିଟିଭି ସଂଖ୍ୟା କମ ହେବାରେ ଲାଗିଛି । ସଂଖ୍ୟାର କଥା କହିବା ତ କରୋନା ପଜିଟିଭ ସଂଖ୍ୟା ଅପେକ୍ଷା ସୁସ୍ଥ ସଂଖ୍ୟା ମଧ୍ୟ ଅଧିକ ରହୁଅଛି । ଏହା ଏକ ଭଲ ଖବର । ଆଜି ରାଜ୍ୟରେ 2 ହଜାର 641 କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା 9 ଲକ୍ଷ 18 ହଜାର 41ରେ ପହଁଞ୍ଚିଅଛି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି ।


ସେୟାର କରନ୍ତୁ