ରାଜ୍ୟରେ ସୁସ୍ଥ ହେଲେ 1699 କରୋନା ଆକ୍ରାନ୍ତ, ମୋଟ ସୁସ୍ଥ ସଂଖ୍ୟା 951049

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ପଜିଟିଭି ସଂଖ୍ୟା କମ ହେବାରେ ଲାଗିଛି । ଆଜି ରାଜ୍ୟରେ 1 ହଜାର 699 କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା 9 ଲକ୍ଷ 51 ହଜାର 49ରେ ପହଁଞ୍ଚିଅଛି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି ।


ସେୟାର କରନ୍ତୁ