Coronavirus Today: ଦେଶରେ ପୂର୍ବ 24 ଘଣ୍ଟାରେ ସାମ୍ନାକୁ ଆସିଲା 42 ହଜାର 625 ନୂଆ କରୋନା ମାମଲା, 562 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା ମାମଲା ପୁଣି ଥରେ 40 ହଜାରରୁ ଅଧିକ କେସ ସାମ୍ନାକୁ ଆସିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 42 ହଜାର 625 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 562 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 36 ହଜାର 668 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 42 ହଜାର 625
ଏପର୍ଯ୍ୟନ୍ତ ମୋଟ ମାମଲା -3 କୋଟି 17 ଲକ୍ଷ 69 ହଜାର 132

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 36 ହଜାର 668
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -3 କୋଟି 9 ଲକ୍ଷ 33 ହଜାର 22

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 5 ଶହ 62
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 25 ହଜାର 757

ମୋଟ ଆକ୍ଟିଭ କେସ- ଚାରି ଲକ୍ଷ 10 ହଜାର 353

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 3 ଅଗଷ୍ଟ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 47 କୋଟି 31 ଲକ୍ଷ 42 ହଜାର 307 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 18 ଲକ୍ଷ 47 ହଜାର 518 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ