ଦୀପାବଳି ଅବସରରେ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ଆଜି ଗୁରୁବାର ଆଲୋକର ପର୍ବ ଦୀପାବଳି । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ବୋଲି ସେ କହିଛନ୍ତି ।

ସେ ଟୁଇଟ୍ କରି ଲେଖିଛନ୍ତି, ମା’ କାଳୀଙ୍କ ପୂଜା ଓ ଦୀପାବଳିର ପବିତ୍ର ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ । ସାବଧାନତା ଓ ସତର୍କତା ବଜାୟ ରଖି ଉତ୍ସବରେ ସାମିଲ ହୁଅନ୍ତୁ । ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ।


ସେୟାର କରନ୍ତୁ