Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 8 ହଜାର 774 ନୂଆ କରୋନା କେସ, 621 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟା ଭିତରେ 8 ହଜାର 774 ନୂଆ କରୋନା କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟା ମଧ୍ୟରେ 621 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 9 ହଜାର 481 ଲୋକ କରୋନା ଭାଇରସକୁ ହରାଇ ସୁସ୍ଥ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 8 ହଜାର 774
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 45 ଲକ୍ଷ 72 ହଜାର 523

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 9 ହଜାର 481
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -3 କୋଟି 39 ଲକ୍ଷ 98 ହଜାର 278

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 6 ଶହ 21
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 68 ହଜାର 554

ମୋଟ ଆକ୍ଟିଭ କେସ- ଏକ ଲକ୍ଷ 05 ହଜାର 691


ସେୟାର କରନ୍ତୁ