ଆଜି ରାଜ୍ୟରେ ସୁସ୍ଥ ହେଲେ 213 କରୋନା ଆକ୍ରାନ୍ତ, ମୋଟ ସୁସ୍ଥ ସଂଖ୍ୟା 1275980

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ଆଜି ରାଜ୍ୟରେ 213 କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିରେ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ସୁସ୍ଥ 25 ଜଣ ଅଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା 12 ଲକ୍ଷ 75 ହଜାର 980ରେ ପହଁଞ୍ଚିଅଛି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି ।


ସେୟାର କରନ୍ତୁ