ଆଜି ରାଜ୍ୟରେ ସୁସ୍ଥ ହେଲେ 83 କରୋନା ଆକ୍ରାନ୍ତ

Truthink
ସେୟାର କରନ୍ତୁ

ଭୁବନେଶ୍ୱର : ଆଜି ରାଜ୍ୟରେ 83 କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା 12 ଲକ୍ଷ 77 ହଜାର 580ରେ ପହଁଞ୍ଚିଅଛି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି ।


ସେୟାର କରନ୍ତୁ