ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ

ରାଜ୍ୟ
ସେୟାର କରନ୍ତୁ

ଝାରସୁଗୁଡ଼ା: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିମାଡ଼ ହୋଇଥିବାର ଖବର ମିଳିଛି । ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ଗାନ୍ଧୀ ଛକ ନିକଟରେ ଏହି ଘଟଣା ଘଟିଛି । ଗୁଳିଟି ତାଙ୍କ ଛାତିର ବାମ ପାଖରେ ବାଜିଛି । ସେ ଏକ ବିରାଟ ଶୋଭାଯାତ୍ରାରେ ଆସୁଥିବା ବେଳେ ଜଣେ ପୁଲିସ କର୍ମୀ ଗୁଳିମାଡ଼ କରୁଥିବା କୁହାଯାଉଛି । ଏଣେ ରକ୍ତାକ୍ତ ଅବସ୍ଥାରେ ନବ କିଶୋର ଦାସଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଉଛି ।


ସେୟାର କରନ୍ତୁ