ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ

Truthink
ସେୟାର କରନ୍ତୁ

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା । ଏହି ଅବସରରେ ଭୁବନେଶ୍ବର ଓୟୁଏଟି ପରିସରରେ ରାଜ୍ୟସ୍ତରୀୟ ଉତ୍ସବରେ ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜିର ଦିବସକୁ କୃଷକ ଦିବସ ରୂପେ ପାଳନ କରୁଛନ୍ତି ରାଜ୍ୟ ସରକାର । ଆଜି ଅଖି ମୁଠି ଅନୁକୂଳ ପାଇଁ ପାଗ ସମ୍ପୂର୍ଣ୍ଣ ଉପଯୋଗୀ ରହିଥିଲା । ମୁଖ୍ୟମନ୍ତ୍ରୀ ହାତରେ ଲଙ୍ଗଳ ଧରି ଜଗା ବଳିଆ ବଳଦ ସାହାଯ୍ୟରେ ଅଖିମୁଠି ଅନୁକୂଳ କରିଛନ୍ତି ।


ସେୟାର କରନ୍ତୁ