ଭୁବନେଶ୍ୱର : ଗତ କାଲିର ଲଘୁଚାପ କ୍ଷେତ୍ର ଆଜି ଦୁର୍ବଳ ହୋଇଥିବା ବେଳେ ଏହା ସହ ଜଡିତ ଘୁର୍ଣ୍ଣିବଳୟ ଆଜି ପଶ୍ଚିମ ଝଡ଼ଖଣ୍ଡ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ 7.6 କିମି ଯାଏଁ ବ୍ୟାପିଛି l ପ୍ରଭାବରେ ଆଜି କେତକ ଅଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ l
