ସୃଷ୍ଟି ହେଲା ଘୁର୍ଣ୍ଣିବଳୟ, ଏହାର ପ୍ରଭାବରେ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା

Truthink
ସେୟାର କରନ୍ତୁ

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଓଡିଶା ଉପକୂଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏବଂ ଏହା ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ 7.6 କିମି ଉଚ୍ଚତା ଯାଏଁ ବ୍ୟାପିଛି , ଏହା ପ୍ରଭାବରେ ଆଗାମୀ 48 ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ l


ସେୟାର କରନ୍ତୁ