ଭୁବନେଶ୍ୱର : ଉତ୍ତର-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେଲା ଲଘୁଚାପ | ଆଗାମୀ 48 ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ |
