ମହାବିରୋଡ ମଣ୍ଡଳ ଯୁବମୋର୍ଚ୍ଚା ସଭାପତି, ସମ୍ପାଦକ ବିଜେଡିରେ ସାମିଲ

ରାଜନୀତି
ସେୟାର କରନ୍ତୁ

ପରଜଙ୍ଗ : ପରଜଙ୍ଗ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କଙ୍କଡ଼ାହାଡ଼ ବ୍ଲକର ମହାବିରୋଡ ମଣ୍ଡଳ ବିଜେପି ଯୁବ ମୋର୍ଚ୍ଚା ସଭାପତି ଅଜିତ କୁମାର ସେଠ(ଚିକୁ), ମଣ୍ଡଳ ଯୁବ ମୋର୍ଚ୍ଚା ସମ୍ପାଦକ ଲକ୍ଷ୍ମୀଧର ସେଠ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୁଶାସନ ଏବଂ ମାନ୍ୟବର ପରଜଙ୍ଗ ବିଧାୟକ ଡାକ୍ତର ନୃସିଂହ ଚରଣ ସାହୁଙ୍କ ନିର୍ମଳ ଭାବମୂର୍ତ୍ତି ଓ କାର୍ଯ୍ୟଦକ୍ଷତାରେ ଅନୁପ୍ରାଣିତ ହୋଇ ବିଜେପି ଦଳ ଛାଡ଼ି ବିଜୁ ଜନତା ଦଳରେ ମାନ୍ୟବର ବିଧାୟକ ଡାକ୍ତର ନୃସିଂହ ଚରଣ ସାହୁଙ୍କ ଡିହଡୋଳ ସ୍ଥିତ ବାସଭବନ ଠାରେ ଯୋଗଦାନ କରିଛନ୍ତି । ମାନ୍ୟବର ବିଧାୟକ ସେମାନଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସ୍ବାଗତ କଲେ ।


ସେୟାର କରନ୍ତୁ