ଲଘୁଚାପ: 22ରୁ ପ୍ରବଳ ବର୍ଷା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର 22 ତାରିଖରୁ ଉତ୍ତର ଓଡ଼ିଶାରେ ପୁଣି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗର ତଥା ଉପକୂଳବର୍ତ୍ତୀ ପଶ୍ଚିମବଙ୍ଗରେ ପୁଣିଥରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ 24 ତାରିଖ ଯାଏ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞ ସତର୍କ କରାଇଛନ୍ତି ।


ସେୟାର କରନ୍ତୁ