Truthink
ନାଲକୋ କର୍ମଚାରୀଙ୍କ ପାଇଁ ‘ଉତ୍ପାଦନ ପ୍ରୋତ୍ସାହନ ରାଶି’ ଘୋଷଣା କରିବାକୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ, ୨୪ ମାର୍ଚ୍ଚ, ୨୦୨୬ : ନ୍ୟାସନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍ (ନାଲକୋ)ର ଶ୍ରମିକ ଓ କର୍ମଚାରୀଙ୍କ ମନୋବଳ ବଢ଼ାଇବା ତଥା ସେମାନଙ୍କର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ଚଳିତ ଆର୍ଥିକ ବର୍ଷ ପାଇଁ ‘ପ୍ରଡକ୍ସନ ଗିଫ୍ଟ’ ବା ଉତ୍ପାଦନ ପ୍ରୋତ୍ସାହନ ରାଶି ପ୍ରଦାନ କରିବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଶ୍ରୀ ଜି. କିଷାନ ରେଡ୍ଡୀଙ୍କୁ ଭେଟି ଅନୁରୋଧ କରିଛନ୍ତି ।
ଆର୍ଥିକ ବର୍ଷ ୨୦୨୪-୨୫ ରେ ନାଲକୋ ୭,୧୩୫ କୋଟି ଟଙ୍କାର ରେକର୍ଡ ଲାଭ (ପିବିଟି) ହାସଲ କରିଛି, ଯାହା କମ୍ପାନୀର ଦକ୍ଷତାକୁ ପ୍ରମାଣିତ କରୁଛି । ଏହି ସଫଳତା ପଛରେ କମ୍ପାନୀର ପ୍ରତ୍ୟେକ ଶ୍ରମିକ ଓ କର୍ମଚାରୀଙ୍କ ନିରନ୍ତର ପ୍ରୟାସ ଏବଂ ନିଷ୍ଠା ରହିଛି ବୋଲି ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି । ନାଲକୋର ଭାରତୀୟ ମଜଦୁର୍ ସଂଘ(ବିଏମସି) ସମନ୍ୱୟ କମିଟିର ପ୍ରସ୍ତାବ ଆଧାରରେ ସମୁଦାୟ ଲାଭର କିଛି ଅଂଶକୁ ‘ପ୍ରଡକ୍ସନ ଗିଫ୍ଟ’ ଭାବେ କର୍ମଚାରୀଙ୍କୁ ପ୍ରଦାନ କରିବାକୁ ସେ ପ୍ରସ୍ତାବ ଦେଇଛନ୍ତି ।
ପୂର୍ବରୁ ଆର୍ଥିକ ବର୍ଷ ୨୦୨୧-୨୨ରେ ମଧ୍ୟ ସମାନ ଭାବେ କର୍ମଚାରୀଙ୍କୁ ଏହି ସୁବିଧା ପ୍ରଦାନ କରାଯାଇଥିଲା, ଯାହା ଶ୍ରମିକମାନଙ୍କ ମଧ୍ୟରେ ଉତ୍ସାହ ଓ ଉନ୍ମାଦନା ସୃଷ୍ଟି କରିଥିଲା । ଏହି ପଦକ୍ଷେପ ଦ୍ୱାରା କର୍ମଚାରୀମାନେ କାମ କରିବା ପାଇଁ ଅଧିକ ପ୍ରୋତ୍ସାହିତ ହେବେ । ସେମାନଙ୍କର ମନୋବଳ ବୃଦ୍ଧି ହେବ । ଫଳସ୍ୱରୂପ ଆଗାମୀ ଦିନରେ କମ୍ପାନୀର ଉତ୍ପାଦନ କ୍ଷମତା ଓ ଲାଭ ବୃଦ୍ଧି କରିବାରେ ସହାୟକ ହେବ ବୋଲି ଶ୍ରୀ ପ୍ରଧାନ ଆଶା ପ୍ରକଟ କରିଛନ୍ତି । ଅନୁଷ୍ଠାନିକ ଉତ୍କର୍ଷତା ଏବଂ ଶ୍ରମିକ କଲ୍ୟାଣକୁ ଦୃଷ୍ଟିରେ ରଖି ଏହି ପ୍ରସ୍ତାବ ଉପରେ ସହୃଦୟତାର ସହ ବିଚାର କରିବାକୁ ଶ୍ରୀ ପ୍ରଧାନ କେନ୍ଦ୍ର ଖଣି ମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ।
ଏହି ସାକ୍ଷାତ୍ ସମୟରେ ଢେଙ୍କାନାଳ ସାଂସଦ ଶ୍ରୀ ରୁଦ୍ର ନାରାୟଣ ପାଣି, ମୟୂରଭଞ୍ଜ ସାଂସଦ ଶ୍ରୀ ନବ ଚରଣ ମାଝି, ଅନୁଗୋଳ ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ ଏବଂ ବିଏମଏସି ସମନ୍ୱୟ କମିଟିର ସଦସ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ ।
The post ନାଲକୋ କର୍ମଚାରୀଙ୍କ ପାଇଁ ‘ଉତ୍ପାଦନ ପ୍ରୋତ୍ସାହନ ରାଶି’ ଘୋଷଣା କରିବାକୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ appeared first on Truthink.
ଅଗ୍ନିକାଣ୍ଡରେ ଦୁଇ ବଖରା ଘର ଜଳି ପୋଡ଼ି ପାଉଁଶ
ପରଜଙ୍ଗ : ଢେ଼ଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଳକ୍ କଙ୍କିଳି ଗ୍ରାମ ଅନୁସୂଚିତ ଜାତି ସାହିରେ ଗୁରବାର ରାତିରେ ଅଗ୍ନି କାଣ୍ଡ ଘଟିଛି । ଅନୁସୂଚିତ ସାହିର ଟିକିଲି ପାତ୍ରଙ୍କ ଦୁଇ ବଖରା ଚାଳଛପର ଘର ପୋଡ଼ି ଛାର୍‌ଖାର୍ ହୋଇଯାଇଛି । ସୂଚନା ଅନୁଯାୟୀ, ରାତିରେ ଟିକିଲି ଶୋଇଥିବା ବେଳେ କୌଣସି କାରଣରୁ ଘରେ ନିଆଁ ଲାଗିଯାଇଥିଲା ।
ପ୍ରଥମେ ଗ୍ରାମବାସୀ ନିଆଁକୁ ଆୟତ୍ତ କରୁଥିବା ବେଳେ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ କୁଲିଭାଇଥିଲେ । ଅଗ୍ନିକାଣ୍ଡରେ ସମସ୍ତ ଆବାସାପତ୍ର ଜଳି ପୋଡ଼ି ପାଉଁଶ ହୋଇଯାଇଛି । ଅଗ୍ନିବିପନ୍ନ ଟିକିଲିଙ୍କ ପରିବାରକୁ ତୁରନ୍ତ ସରକାରୀ ସହାୟତା ସହ ପକ୍କାଘର ଯୋଗାଇ ଦେବାକୁ ଗ୍ରାମବାସୀ ମାନେ ଦାବି କରିଛନ୍ତି ।
The post ଅଗ୍ନିକାଣ୍ଡରେ ଦୁଇ ବଖରା ଘର ଜଳି ପୋଡ଼ି ପାଉଁଶ appeared first on Truthink.
ବସୁଲେଇ ଗ୍ରାମରେ ମଦ ମୁକ୍ତ ଅଭିଯାନ
ପରଜଙ୍ଗ : ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧିନସ୍ଥ ବସୁଲେଇ ପଞ୍ଚାୟତ ସରପଞ୍ଚ ଅଶାନ୍ତି ରାଉତଙ୍କ ନେତୃତ୍ୱରେ ମଦ ମୁକ୍ତ ବସୁଲେଇ ଗ୍ରାମ ଅଭିଯାନ ଆରମ୍ଭ ହୋଇଛି। ବୁଧବାର ପଞ୍ଚାୟତର ପ୍ରାୟ ୮୧ ଗୋଟି ସ୍ଵୟଂ ସହାୟକ ଗୋଷ୍ଠୀର ଶତାଧିକ ମହିଳା ଗ୍ରାମର ରାମ ମନ୍ଦିର ଠାରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ଗ୍ରାମ ପରିକ୍ରମା କରିବା ସହ ମଦ ମୁକ୍ତ ଅଭିଯାନ ଉପରେ ବିଭିନ୍ନ ନାରାବାଜି କରାଯାଇ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ପହଞ୍ଚିଥିଲେ।
ଗ୍ରାମରେ କୈଣସି ବ୍ୟକ୍ତି ମଦ୍ୟପାନ କରିବେ ନାହିଁ କି ବିକ୍ରି କରାଇ ଦିଆଯିବ ନାହିଁ । ଯଦି କେହି ଏହାର ଖିଲାପ କରେ ସୂଚନାଦାତାଙ୍କୁ ୧୦ ହଜାର ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବ ଏବଂ ଯଦି କେହି ମଦ୍ୟପାନ କରେ ଉକ୍ତ ବ୍ୟକ୍ତିଙ୍କ ପାଖରୁ ପାଞ୍ଚ ହଜାର ଜୋରିମାନା ଆଦାୟ କରାଯିଵ ବୋଲି ବୋଲି ସରପଞ୍ଚ ଶ୍ରୀମତୀ ରାଉତ ଚେତାବନୀ ଦେଇଛନ୍ତି । ଏହି ଅଭିଯାନ କାର୍ଯ୍ୟକ୍ରମରେ ଗ୍ରାମ୍ୟ କମିଟି ସଭାପତି ସଞ୍ଜୟ କୁମାର ରାଉତ,ସିଆରପି ସଙ୍ଗୀତା ଶତପଥୀଙ୍କ ସମେତ ଶତାଧିକ ଗ୍ରାମବାସୀ ସାମିଲ ରହିଥିଲେ ।
The post ବସୁଲେଇ ଗ୍ରାମରେ ମଦ ମୁକ୍ତ ଅଭିଯାନ appeared first on Truthink.
ବିକଶିତ ଓଡ଼ିଶା’ ପାଇଁ କଲ୍ୟାଣକାରୀ ଓ ଦୂରଦର୍ଶୀ ବଜେଟ୍ – ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର : ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଓଡ଼ିଶା ବିଧାନସଭାରେ ପ୍ରାୟ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପିତ କରିଥିବାରୁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଶ୍ରୀ ପ୍ରଧାନ କହିଛନ୍ତି, ଚଳିତ ବଜେଟ୍ ‘ବିକଶିତ ଓଡ଼ିଶା’ ପାଇଁ କଲ୍ୟାଣକାରୀ ଓ ଦୂରଦର୍ଶୀ ବଜେଟ୍ । ଏହା ଓଡ଼ିଶାର ଶିକ୍ଷା, ଦକ୍ଷତା, ଶିଳ୍ପ, କୃଷି ଓ ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ ସହ ସବୁ ବର୍ଗର ଲୋକଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବ । ବଜେଟରେ ଡବଲ ଇଞ୍ଜିନ ସରକାରର ବିକାଶମୂଳକ ଦୂରଦୃଷ୍ଟିର ପ୍ରତିଫଳନ ହୋଇଛି । ଚଳିତ ବଜେଟରୁ ରାଜ୍ୟର ଗରିବ, ଚାଷୀ, ମହିଳା, ଯୁବ, ଅନୁସୂଚିତ ଜାତି,  ଅନୁସୂଚିତ ଜନଜାତି ଓ ବଞ୍ଚିତ ବର୍ଗର ଲୋକମାନେ ବିଶେଷ ଭାବେ ଉପକୃତ ହେବେ । ସାମାଜିକ ସୁରକ୍ଷା ସୁନିଶ୍ଚିତ ହେବ । ଗାଁରୁ ସହର ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷେତ୍ରର ବିକାଶ ହେବ । ଶିକ୍ଷା, ଦକ୍ଷତା ବିକାଶ, ସ୍ୱାସ୍ଥ୍ୟସେବା, ଖାଦ୍ୟ ସୁରକ୍ଷା, କ୍ରୀଡ଼ା, ସାମାଜିକ ଓ ଯୋଗାଯୋଗ କ୍ଷେତ୍ରରେ ଓଡ଼ିଶାର ଭବିଷ୍ୟତକୁ ସୁଦୃଢ଼ କରିବ ।
ଚଳିତ ବଜେଟରେ ଜାତୀୟ ଶିକ୍ଷା ନୀତି-୨୦୨୦ ଆଧାରରେ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ ଓ ଝାରସୁଗୁଡା ଜିଲ୍ଲାରେ ନୂତନ ବିଶ୍ୱବିଦ୍ୟାଳୟ ସ୍ଥାପନ କରିବା, ପାରାଦୀପ ଓ ବଲାଙ୍ଗୀରରେ ଦୁଇଟି ନୂତନ ସରକାରୀ ଇଞ୍ଜିନିୟରିଂ କଲେଜ୍, ଚିପିଲିମାରେ ପଶୁଚିକିତ୍ସା ବିଜ୍ଞାନ ମହାବିଦ୍ୟାଳୟ ଏବଂ ସମ୍ବଲପୁର ଓ ବ୍ରହ୍ମପୁରରେ ୨୭୮ କୋଟି ଟଙ୍କା ବିନିଯୋଗରେ ‘ବିଶ୍ୱ ଦକ୍ଷତା କେନ୍ଦ୍ର’ର ଦୁଇଟି ନୂତନ କ୍ୟାମ୍ପସ ପ୍ରତିଷ୍ଠା କରିବା ପାଇଁ ଘୋଷଣା ହୋଇଛି । ଏସସିବି,  ଭିମସାର ଓ ଏମକେସିଜି ମେଡିକାଲର ପୁନଃର୍ବିକାଶ ସହ ନୟାଗଡ଼ ଓ ଖୋର୍ଦ୍ଧା ଠାରେ ଫାର୍ମା ଓ ମେଡଟେକ୍ ପାର୍କ ସହ ଓଡ଼ିଶା ବାୟୋଟେକ୍ନୋଲୋଜି ରିସର୍ଚ୍ଚ ସେଣ୍ଟର ପ୍ରତିଷ୍ଠା କରାଯିବ । ଭିସୁଟ, ବୁର୍ଲା ଏବଂ ଓୟୁଟିଆରକୁ ବିଶ୍ୱସ୍ତରୀୟ ବୈଷୟିକ ବିଦ୍ୟାଳୟରେ ରୂପାନ୍ତରିତ କରାଯିବା ସହ ଓଡ଼ିଶା ରାଜ୍ୟ ଇନୋଭେସନ ମିଶନ ଯୁବପିଢ଼ିଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି କରିବ । ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ମଡେଲରେ ବରଗଡ଼-ଝାରସୁଗୁଡ଼ା-ସମ୍ବଲପୁର, ବ୍ରହ୍ମପୁର-ଛତ୍ରପୁର-ଗୋପାଳପୁର ଏବଂ ଜୟପୁର-କୋରାପୁଟ-ସୁନାବେଡାକୁ ସ୍ୱତନ୍ତ୍ର ଅର୍ଥନୈତିକ କ୍ଲଷ୍ଟର ଭାବେ ବିକଶିତ କରାଯିବ । ବୁର୍ଲା ରିଙ୍ଗ୍ ରୋଡ୍ ନିର୍ମାଣ ସହ ଜମାଦରପାଲିରେ ଏୟାରଷ୍ଟ୍ରିପକୁ ବିମାନବନ୍ଦରରେ ବିକଶିତ କରାଯିବା ସମ୍ବଲପୁରର ଗମନାଗମନ ଓ ଯୋଗାଯୋଗ ଭିତ୍ତିଭୂମିକୁ ସୁଦୃଢ଼ କରିବ । ରେୟାର୍ ଆର୍ଥ କରିଡର ଅଧୀନରେ ପଦକ୍ଷେପଗୁଡ଼ିକୁ ଆଗକୁ ବଢ଼ାଇବା ପାଇଁ ୧୦ କୋଟି ଟଙ୍କାର ଆବଣ୍ଟନ ପ୍ରସ୍ତାବ ପ୍ରଶଂସନୀୟ।
ଶ୍ରୀ ପ୍ରଧାନ କହିଛନ୍ତି, ରାଜ୍ୟ ବଜେଟରେ ୧୦୦୦ କୋଟି ବ୍ୟୟରେ ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଓ ଲାଇବ୍ରେରୀ ପ୍ରତିଷ୍ଠା, ପୁରୀକୁ ବିଶ୍ୱ ପର୍ଯ୍ୟଟନ କେନ୍ଦ୍ରରେ ପରିଣତ କରିବାର ନିଷ୍ପତି ପ୍ରଶଂସନୀୟ । ହୀରାକୁଦ ସମନ୍ୱିତ ପର୍ଯ୍ୟଟନର ବିକାଶ ସହ ୮୦ କୋଟି ଟଙ୍କା ବ୍ୟୟରେ ମହାନଦୀ ତଟବର୍ତ୍ତୀ ଅଞ୍ଚଳର ବିକାଶ ଜାରି ରଖିବା, ‘ଓଡ଼ିଶା ହୋମ ଷ୍ଟେ ଏଷ୍ଟାବ୍ଲିସମେଣ୍ଟ ଯୋଜନା’ ଓ ନୂତନ ପର୍ଯ୍ୟଟନ ଲ୍ୟାଣ୍ଡ୍ ବ୍ୟାଙ୍କ ଯୋଜନା ପର୍ଯ୍ୟଟନ କ୍ଷେତ୍ରକୁ ନୂଆ ଗତି ପ୍ରଦାନ କରିବ । ସେହିପରି ନାନୋ ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଯୋଜନା’, ‘ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା’, ଦୁର୍ଦ୍ଦଶାଜନିତ ସ୍ଥାନାନ୍ତରଣ ସମସ୍ୟାର ସମାଧାନ ପାଇଁ ‘ଡାଲଖାଇ ଯୋଜନା’ ଏବଂ ଖଣି ପ୍ରଭାବିତ ଅଞ୍ଚଳ ପାଇଁ ‘ସିଏମ ସମ୍ପଦ ଯୋଜନା’, କେନ୍ଦୁପତ୍ର ତୋଳାଳିଙ୍କ ସୁବିଧା ପାଇଁ ପ୍ରୋତ୍ସାହନ ଭଳି ଲୋକକଲ୍ୟାଣକାରୀ କାର୍ଯ୍ୟକ୍ରମ ପ୍ରଚଳନ କରାଯାଇଥିବା ବେଳେ ରାଜ୍ୟ ଏଆଇ ମିଶନ ଭଳି ଯୋଜନା ବିକଶିତ ଓଡ଼ିଶା ୨୦୩୬ ଓ ବିକଶିତ ଭାରତର ୨୦୪୭ର ଲକ୍ଷ୍ୟକୁ ସାକାର କରିବ ବୋଲି ଶ୍ରୀ ପ୍ରଧାନ ଏକ୍ସରେ ମତପ୍ରକାଶ କରିଛନ୍ତି ।
The post ବିକଶିତ ଓଡ଼ିଶା’ ପାଇଁ କଲ୍ୟାଣକାରୀ ଓ ଦୂରଦର୍ଶୀ ବଜେଟ୍ – ଧର୍ମେନ୍ଦ୍ର ପ୍ରଧାନ appeared first on Truthink.
ଓଡ଼ିଆ କଳା ଜଗତ ପାଇଁ ଅପୂରଣୀୟ କ୍ଷତି – ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, ଜାନୁଆରୀ ୨୫ : ଓଡ଼ିଶାର ଜନପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ଅଭିଜିତ୍ ମଜୁମଦାରଙ୍କ ଅକାଳ ବିୟୋଗରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ସେ ଆହୁରି ମଧ୍ୟ କହିଛନ୍ତି, “ତାଙ୍କର ଅକାଳ ବିୟୋଗ ଓଡ଼ିଆ କଳା ଓ ସଙ୍ଗୀତ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୁଁ ଅମର ଆତ୍ମାର ସଦଗତି କାମନା କରିବା ସହ ଏହି କଠିନ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଉଛି।”
The post ଓଡ଼ିଆ କଳା ଜଗତ ପାଇଁ ଅପୂରଣୀୟ କ୍ଷତି – ଧର୍ମେନ୍ଦ୍ର ପ୍ରଧାନ appeared first on Truthink.
ଅସାଧାରଣ ପ୍ରତିଭାଙ୍କୁ ଜାତୀୟ ସ୍ୱୀକୃତି – ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, ୨୫ ଜାନୁଆରୀ ୨୦୨୬ : ତୃଣମୂଳ ସ୍ତରର ଅସାଧାରଣ ପ୍ରତିଭାଙ୍କୁ ସମ୍ମାନଜନକ ‘ପଦ୍ମ ପୁରସ୍କାର’ ପାଇଁ ମୋନନୀତ କରି ମୋଦୀ ସରକାର ସେମାନଙ୍କୁ ଜାତୀୟ ସ୍ୱୀକୃତି ଦେଇଛନ୍ତି ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ଏକ୍ସ’ରେ କହିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ ସମସ୍ତ ପୁରସ୍କାର ବିଜେତାଙ୍କୁ ଆନ୍ତରିକ ଅଭିନନ୍ଦନ ଜଣାଇଛନ୍ତି ।
ଓଡ଼ିଶାର ଗାରିମା ଓ ପ୍ରତିଭାକୁ ନିରନ୍ତର ଭାବେ ବିଶ୍ୱ ଦରବାରରେ ପରିଚିତ କରାଉଥିବାରୁ ଶ୍ରୀ ପ୍ରଧାନ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଗୃହ ମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଶ୍ରୀ କହିଛନ୍ତି ଯେ, ମୋଦୀ ସରକାରରେ ଓଡ଼ିଆ ଲୋକମାନେ ସର୍ବଦା ଯଥୋଚିତ ସମ୍ମାନ ପାଇ ଆସୁଛନ୍ତି। ‘ପଦ୍ମ ପୁରସ୍କାର’ ମାଧ୍ୟମରେ ତୃଣମୂଳ ସ୍ତରର ‘ବଣମଲ୍ଲୀ’ଙ୍କୁ ଲୋକଲୋଚନକୁ ଆଣିବା ଆମ ସରକାରଙ୍କ ଏକ ପରମ୍ପରା ହୋଇଛି । ପଦ୍ମ ପୁରସ୍କାର ମାଧ୍ୟମରେ ବଣମଲ୍ଲିକୁ ଲୋକଲୋଚନକୁ ଆଣିବା ପାଇଁ ଆମ ସରକାର ନିରନ୍ତର ପ୍ରୟାସ କରୁଛନ୍ତି । ଚଳିତ ବର୍ଷ ଓଡ଼ିଶାରୁ ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ଶ୍ରୀ ଚରଣ ହେମ୍ବ୍ରମ, ଶ୍ରୀ ମହେନ୍ଦ୍ର କୁମାର ମିଶ୍ର ଓ କଳା କ୍ଷେତ୍ରରେ ଶ୍ରୀ ଶରତ କୁମାର ପାତ୍ର ଓ ଶ୍ରୀ ସୀମାଞ୍ଚଳ ପାତ୍ର ପଦ୍ମଶ୍ରୀ ପୁରସ୍କାର ପାଇଁ ମନୋନୀତ ହେବା ଗର୍ବ ଓ ଗୌରବର ବିଷୟ ।
ଦେଶକୁ ସମୃଦ୍ଧ କରିବାରେ ଏହି ସାଧାରଣ ନାଗରିକଙ୍କ ଅସାଧାରଣ କାର୍ଯ୍ୟକୁ ଏହି ସ୍ୱୀକୃତି ଏକ ବଡ଼ ସମ୍ମାନ ବୋଲି ଶ୍ରୀ ପ୍ରଧାନ ମତବ୍ୟକ୍ତ କରିଛନ୍ତି। ଏହି ପୁରସ୍କାର ଆଗାମୀ ପିଢ଼ି ପାଇଁ ପ୍ରେରଣାର ଉତ୍ସ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି ।
The post ଅସାଧାରଣ ପ୍ରତିଭାଙ୍କୁ ଜାତୀୟ ସ୍ୱୀକୃତି – ଧର୍ମେନ୍ଦ୍ର ପ୍ରଧାନ appeared first on Truthink.
ବସୋଇ କର୍ଣ୍ଣାଟପୁର ଗାଁ ମା ମଙ୍ଗଳାଙ୍କ ମନ୍ଦିରରୁ ଚୋରି
ପରଜଙ୍ଗ : ଢେ଼ଙ୍କାନାଳ ଜିଲ୍ଲା ପରଜଙ୍ଗ ଅଞ୍ଚଳରେ ଦିନକୁ ଦିନ ଚୁରୀ ଆତଙ୍କ ବଢିବାର ଲାଗିଛି । ସେହିପରି ଲୋଟେରା ମାନେ ଏହାର ସୁଯୋଗ ନେଇ ମନ୍ଦିର ମାନଙ୍କରୁ ଏପରି ଆଉ ଏକ ଦୃଷ୍ଟାନ୍ତ ମୂଳକ ଦୃଶ୍ୟ ଦେଖିବାକୁ ମିଳିଛି ଢେ଼ଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅଞ୍ଚଳରେ । ଶୁକ୍ରବାର ବିଳମ୍ବିତ ରାତିରେ କୌଣସି ଅଜଣା ଦୁର୍ବୃତ୍ତ ମାନେ କନ୍ତୋର ପଞ୍ଚାୟତ ଚାନ୍ଦପୁର ଗାଁରେ ରହିଥିବା ଶିବ ମନ୍ଦିରରୁ ସୁନା ଅଳଙ୍କାର, ଅନ୍ୟାନ୍ୟ ସାମଗ୍ରୀ ଚୋରି କରି ନେଇଥିବା ବେଳେ ସେହି ରାତିରେ ବସୋଇ ପଞ୍ଚାୟତ କର୍ଣ୍ଣାଟପୁର କେନ୍ଦୁତଇଳା ଗ୍ରାମର ମା ମଙ୍ଗଳାଙ୍କ ମନ୍ଦିରରୁ ଚୋରି ହୋଇଥିବା ଜଣାପଡିଛି ।
କେନ୍ଦୁତଇଳା ଗାଁ ମୁଣ୍ଡରେ କଙ୍କିଳି ଗାଁକୁ ଯିବା ରାସ୍ତା ପାର୍ଶ୍ବରେ ମା ମଙ୍ଗଳାଙ୍କ ମନ୍ଦିର ରହିଛି । ଏହି ମନ୍ଦିରର ପୂଜକ ପ୍ରତ୍ୟେକ ଦିନ ପରି ଶନିବାର ସକାଳୁ ମା ଙ୍କ ପୂଜା କରିବାକୁ ଆସି ଦେଖିଲା ବେଳକୁ ମନ୍ଦିର କବାଟରୁ କୌଣସି ଦୁର୍ବୃତ୍ତ ମାନେ ତାଲା ଭାଙ୍ଗିଥିବା ଦେଖିବାକୁ ପାଇଥିଲେ । ପୂଜକ ଏପରି ଦୃଶ୍ୟ ଦେଖି ସଙ୍ଗେ ମନ୍ଦିର କମିଟି ଓ ଗ୍ରାମବାସୀଙ୍କୁ ଜଣାଇଥିଲେ ।
ପୂଜକ କହିବା ଅନୁଯାୟୀ ମା ଙ୍କ ଆଖି ପତାରେ ଲାଗିଥିବା ସୁନାର ଟିକିଲି , ମଙ୍ଗଳ ସୂତ୍ର ,ରୂପାର ମୁକୁଟ ,ପିତଳ ଘଣ୍ଟ ୨ ଟା , ବଡ ଥାଳି ୪ ଟା , ଦୀପ ୪ ଟା , ଟସଲା , ବାଲଟି, ମାଇକ ମେସିନ ଓ ଦାନ ବାକ୍ସ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି କରିନେଇଥିବା ପ୍ରକାଶ କରିଛନ୍ତି । ଏ ନେଇ ମନ୍ଦିର କମିଟି ପରଜଙ୍ଗ ଥାନାକୁ ଅଭିଯୋଗ କରିଥିବା ଜଣାପଡିଛି ।
The post ବସୋଇ କର୍ଣ୍ଣାଟପୁର ଗାଁ ମା ମଙ୍ଗଳାଙ୍କ ମନ୍ଦିରରୁ ଚୋରି appeared first on Truthink.
ମୁକ୍ତାପସିରେ ଧାନ ମଣ୍ଡି ଉଦଘାଟିତ
ପରଜଙ୍ଗ : ମଙ୍ଗଳବାର ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଅନ୍ତର୍ଗତ ମୁକ୍ତାପସି ପ୍ରାଥମିକ କୃଷି ସମବାୟ ସମିତି ଲିଃରେ ଧାନ ମଣ୍ଡିର ଶୁଭ ଉଦଘାଟନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସମିତିର ସଭାପତି କୃପାସିନ୍ଧୁ ସାହୁ ଫିତା କାଟି ଶୁଭ ଉଦଘାଟନ କରିଥିବାବେଳେ ସମ୍ମାନିତ ଅତିଥି ଭାବରେ ସମିତିର ସଭ୍ୟ ତଥା ପୂର୍ବତନ ସରପଞ୍ଚ ରଞ୍ଜନ କୁମାର ସେଠୀ ଓ ସଭ୍ୟ ପ୍ରାଣବନ୍ଧୁ ସାହୁ ଯୋଗ ଦେଇଥିଲେ ।
ତେବେ ମୁକ୍ତାପସି କୃଷି ସମବାୟ ସମିତିର ସେକ୍ରେଟେରୀ ନିରାକାର ବିଶ୍ୱାଳଙ୍କ ତତ୍ୱାବଧାନରେ ମିଲର ସନ୍ତୋଷୀ ଆଗ୍ରୋ ପକ୍ଷରୁ ଏହି ଧାନ କିଣା ହୋଇଥିଲା । ଏଥିରେ 13 ଜଣ ଚାଷୀଙ୍କ ଠାରୁ 400 କ୍ୱିଣ୍ଟାଲରୁ ଅଧିକ ଧାନ କିଣା ଯାଇଥିଲା । ସେହିପରି ଷ୍ଟାଫ ବାପୁନ ବିଶ୍ୱାଳ ଏବଂ ଅନ୍ୟାନ୍ୟ ଷ୍ଟାଫ ଓ ଚାଷୀମାନଙ୍କର ସହଯୋଗ ଦେଖିବାକୁ ମିଳିଥିଲା ।
The post ମୁକ୍ତାପସିରେ ଧାନ ମଣ୍ଡି ଉଦଘାଟିତ appeared first on Truthink.
ରହସ୍ୟମୟୀ ବିଲୁଆ ଗୁମ୍ଫା ଓ ମକର ଯାତ୍ରା
କାମାକ୍ଷାନଗର : ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ବ୍ଲକ ଝାଞ୍ଜିରୀବେରେଣୀର ବେଣୀହୁଡି ପାହାଡ଼ ଉପରେ ମକର ଯାତ୍ରା ଧୁମ ଧାମ ରେ ପାଳିତ ହୋଇଯାଇଛି l ଏହି ପାହାଡ଼ ଉପରେ ଦୁଇଟି ବିରାଟ କାୟ ଗୁମ୍ଫା ରହିଛି l, ଗୁମ୍ଫା ଦୁଇଟି ର ନାମ ହେଉଛି ବିଲୁଆ ଗୁମ୍ଫା l
ଗୁମ୍ଫା ଦୁଇଟିକୁ ଦେଖିବା ପାଇଁ ହଜାର ହଜାର ଲୋକମାନଙ୍କର ଜନ ସମାଗମ ଦେଖିବାକୁ ମିଳିଥିଲା l ଏଠିକାର ଲୋକ ମାନେ କହିବା ଅନୁସାରେ ରଜା ରାଜୁଡ଼ି ଅମଳରୁ ଏହି ପାହାଡ଼ ଉପରେ ଯେଉଁ ଗୁମ୍ଫା ଦୁଇଟି ଅଛି l
The post ରହସ୍ୟମୟୀ ବିଲୁଆ ଗୁମ୍ଫା ଓ ମକର ଯାତ୍ରା appeared first on Truthink.
ପ୍ରାକୃତିକ ସମ୍ପଦ, ସମ୍ଭାବନା, ଯୁବଶକ୍ତି ଓ ବୈଷୟିକ ଜ୍ଞାନକୌଶଳ ସମନ୍ୱୟରେ ନୂଆ ଆର୍ଥିକ ଅଧ୍ୟାୟ ତିଆରି କରିବ ଓଡ଼ିଶା – ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର : ଓଡ଼ିଶାର ଅପାର ସମ୍ଭାବନା ଯଥା ପ୍ରାକୃତିକ ସମ୍ପଦ, ପ୍ରତିଭାବାନ ଯୁବଶକ୍ତି, ସୁଦୀର୍ଘ ବେଳାଭୂମିର ବନ୍ଦର ଏବଂ ନୂତନ ଯୁଗର ବୈଷୟିକ ଜ୍ଞାନକୌଶଳକୁ ପାଥେୟ କରି ଏକ ସମୃଦ୍ଧ ଅର୍ଥନୈତିକ ଅଧ୍ୟାୟ ସୃଷ୍ଟି କରିବା ଆଜି ସମୟର ଆହ୍ୱାନ । ଓଡ଼ିଶାକୁ କେବଳ କଞ୍ଚାମାଲ ଯୋଗାଣକାରୀ ରାଜ୍ୟ ଭାବେ ନୁହେଁ, ବରଂ ଏକ ‘ଜ୍ଞାନ-ଆଧାରିତ ଅର୍ଥନୀତି’ ଓ ‘ମ୍ୟାନୁଫ୍ୟାକ୍ଚରିଂ ହବ୍’ ଭାବେ ଗଢ଼ି ତୋଳିବା ପାଇଁ ଆଗେଇ ଆସିବାକୁ ଉଦ୍ୟୋଗୀ ସମାଜକୁ ଆହ୍ୱାନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଭୁବନେଶ୍ୱର ଠାରେ ଆଜି ଆୟୋଜିତ ‘ଟାଇମ୍ସ ବିଜନେସ୍ ଆୱାର୍ଡ-ଓଡ଼ିଶା’ କାର୍ଯ୍ୟକ୍ରମରେ ଯୋଗଦେଇ ଶ୍ରୀ ପ୍ରଧାନ କହିଛନ୍ତି, ରାଜ୍ୟର ଅପାର ସମ୍ଭାବନାର ସଠିକ୍ ଉପଯୋଗ ହିଁ ଓଡ଼ିଶାକୁ ଆଗାମୀ ଦିନରେ ଏକ ସମୃଦ୍ଧଶାଳୀ ଅର୍ଥନୈତିକ ଶକ୍ତି ଭାବେ ଉଭା କରିବ । ବିଜ୍ଞାନ ଓ ବୈଷୟିକ କୌଶଳର ପ୍ରୟୋଗ ମାଧ୍ୟମରେ ସ୍ଥାନୀୟ ସମ୍ବଳକୁ ରୋଜଗାରକ୍ଷମ କରିବା ଏବଂ ବିଶ୍ୱସ୍ତରୀୟ ବଜାର ସହ ଯୋଡ଼ିବା ଆଜିର ସମୟର ସବୁଠାରୁ ବଡ଼ ଆବଶ୍ୟକତା ।
ନୂତନ ଯୁଗର ଅର୍ଥନୀତିରେ ଓଡ଼ିଶାର ଅପାର ସମ୍ଭାବନା ରହିଥିବା ଦର୍ଶାଇ ସେ କହିଛନ୍ତି ଯେ, ରାଜ୍ୟ ଏବେ କେବଳ ଲୁହାପଥରରୁ ଷ୍ଟିଲ୍ ତିଆରି କରିବାରେ ସୀମିତ ନରହି ‘ସ୍ପେଶାଲିଟି ଷ୍ଟିଲ୍’ ଓ ଉଚ୍ଚମାନର ମ୍ୟାନୁଫ୍ୟାକ୍ଚରିଂ ଦିଗରେ ଆଗେଇବା ଆବଶ୍ୟକ । ବିଶେଷ କରି କ୍ରିଟିକାଲ ମିନେରାଲ୍ସ, ସେମିକଣ୍ଡକ୍ଟର, ଶକ୍ତି, ଏଗ୍ରିଟେକ୍, ଏଡୁଟେକ୍, ପ୍ରତିରକ୍ଷା ବୈଷୟିକ ଜ୍ଞାନକୌଶଳ ଏବଂ ଫିନଟେକ୍ କ୍ଷେତ୍ରରେ ଓଡ଼ିଶା ନୂଆ ଇତିହାସ ରଚିବାକୁ ଯାଉଛି । କୋରାପୁଟରେ ବକ୍ସାଇଟ୍ ବର୍ଜ୍ୟବସ୍ତୁରୁ ‘ଗ୍ୟାଲିୟମ’ ପ୍ରସ୍ତୁତ କରିବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି, ଯାହା ସେମିକଣ୍ଡକ୍ଟର ଦୁନିଆରେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଅପରପକ୍ଷରେ ପ୍ରଧାନମନ୍ତ୍ରୀଙ୍କ ‘ପୂର୍ବୋଦୟ’ ପରିକଳ୍ପନାରେ ଓଡ଼ିଶା କେନ୍ଦ୍ରବିନ୍ଦୁରେ ରହିଛି । ରାଜ୍ୟର ବନ୍ଦର, ପ୍ରାକୃତିକ ସମ୍ପଦ ଏବଂ ବୈଷୟିକ ଜ୍ଞାନକୌଶଳର ସଠିକ୍ ସମନ୍ୱୟ ରକ୍ଷା କରି ଓଡ଼ିଶାକୁ ଏକ ‘ଜ୍ଞାନ ଆଧାରିତ ଅର୍ଥନୀତି’ ଏବଂ ବିଶ୍ୱସ୍ତରୀୟ ‘ମ୍ୟାନୁଫ୍ୟାକ୍ଚରିଂ ହବ୍’ ଭାବେ ଗଢ଼ିବାକୁ ସେ ଆହ୍ୱାନ ଦେଇଛନ୍ତି । ଭୁବନେଶ୍ୱର ଓ ସମ୍ବଲପୁର ଭଳି ଶିକ୍ଷାନୁଷ୍ଠାନର ପ୍ରତିଭାମାନଙ୍କୁ ନେଇ ଆମେ ଏକ ବଡ଼ ଇକୋସିଷ୍ଟମ ତିଆରି କରୁଛୁ ।
ଓଡ଼ିଶା କେବଳ କଞ୍ଚାମାଲ ଯୋଗାଣକାରୀ ନହୋଇ ମୂଲ୍ୟଯୁକ୍ତ ଉତ୍ପାଦନ ଓ ନିଯୁକ୍ତି ସୃଷ୍ଟି ଉପରେ ଗୁରୁତ୍ୱ ଦେବା ଉଚିତ୍ ବୋଲି ଶ୍ରୀ ପ୍ରଧାନ ମତବ୍ୟକ୍ତ କରିଛନ୍ତି। ଆମର ଯୁବଶକ୍ତି ହେଉଛି ଆମର ବଡ଼ ପୁଞ୍ଜି । ସେମାନଙ୍କ ପାଖରେ ନୂତନ ଚିନ୍ତାଧାରା, ଶକ୍ତି ଏବଂ ଆଗ୍ରହ ରହିଛି । ସେମାନଙ୍କୁ ନୂତନ ଯୁଗର ଦକ୍ଷତା ସହ ଗଢ଼ି ତୋଳିଲେ, ଆମେ ୨୦୩୬ ସୁଦ୍ଧା “ବିକଶିତ ଓଡ଼ିଶା” ର ସ୍ୱପ୍ନ ସାକାର କରିପାରିବା । ସମସ୍ତ ଉଦ୍ୟୋଗୀମାନଙ୍କୁ ଆଗାମୀ ୧୦ ବର୍ଷର ଲକ୍ଷ୍ୟକୁ ଆଖି ଆଗରେ ରଖି କେବଳ ବ୍ୟବସାୟ ନୁହେଁ, ବରଂ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଉପରେ ଗୁରୁତ୍ୱ ଦେବାକୁ ଶ୍ରୀ ପ୍ରଧାନ ଆନୁରୋଧ କରିଛନ୍ତି ।
ଦେଶର ଅର୍ଥନୀତି ଉପରେ ଆଲୋକପାତ କରି ଶ୍ରୀ ପ୍ରଧାନ କହିଛନ୍ତି ଯେ, ବିଶ୍ୱର ଭୂ-ରାଜନୈତିକ ଅସ୍ଥିରତା ସତ୍ତ୍ୱେ ଭାରତର ଅର୍ଥନୀତି ଦ୍ରୁତ ଗତିରେ ସମୃଦ୍ଧ ହେଉଛି । ବିଶ୍ୱର ଭୂ-ରାଜନୈତିକ ଅସ୍ଥିରତା ସତ୍ତ୍ୱେ ଆଜି ଭାରତର ଅର୍ଥନୀତି ସମୃଦ୍ଧ ହେଉଛି । ୧୯୪୭ ମସିହା ସ୍ୱାଧୀନତା ପରଠାରୁ ୨୦୧୪ ପର୍ଯ୍ୟନ୍ତ ଆମ ଦେଶ ୨ ଟ୍ରିଲିୟନ ଡଲାର ଅର୍ଥନୀତିରେ ପହଞ୍ଚିଥିଲା । ମାତ୍ର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୃଢ଼ ନେତୃତ୍ୱରେ ୨୦୧୪ ରୁ ୨୦୨୪ ପର୍ଯ୍ୟନ୍ତ, ଅର୍ଥାତ୍ ମାତ୍ର ୧୦ ବର୍ଷ ମଧ୍ୟରେ ଭାରତ ଆଉ ୨ ଟ୍ରିଲିୟନ ଡଲାର ଯୋଡ଼ିପାରିଛି । ଆଜି ଭାରତ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୀତି ଭାବେ ଉଭା ହୋଇଛି, ଯାହା ପ୍ରଧାନମନ୍ତ୍ରୀଙ୍କ ଦୃଢ଼ ରାଜନୈତିକ ଇଚ୍ଛାଶକ୍ତିର ପରିଣାମ ।
‘ଟାଇମ୍ସ ବିଜନେସ୍ ଆୱାର୍ଡ-ଓଡ଼ିଶା’ କାର୍ଯ୍ୟକ୍ରମରେ ଶ୍ରୀ ପ୍ରଧାନ ରାଜ୍ୟର ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା ଉଦ୍ୟୋଗୀଙ୍କୁ ସମ୍ମାନିତ କରିଛନ୍ତି । ପୁରସ୍କାର ବିଜେତାମାନଙ୍କୁ ଅଭିନନ୍ଦନ ଜଣାଇ କହିଛନ୍ତି ଯେ, ଟାଇମ୍ସ ଅଫ୍ ଇଣ୍ଡିଆ ଦେଶର ଏକ ଦାୟିତ୍ୱବାନ ମିଡିଆ ହାଉସ୍ ଭାବରେ କେବଳ ଖବର ପ୍ରକାଶ କରେ ନାହିଁ, ବରଂ ସମାଜରେ ଥିବା ପ୍ରତିଭାମାନଙ୍କୁ ଲୋକଲୋଚନକୁ ଆଣି ସେମାନଙ୍କୁ ପ୍ରୋତ୍ସାହିତ କରିଥାଏ । ଆଜି ପୁରସ୍କାର ଗ୍ରହଣ କରିଥିବା ବ୍ୟକ୍ତିବିଶେଷମାନେ କେବଳ ‘ଓ୍ୱେଲଥ୍ କ୍ରିଏଟର’ ନୁହଁନ୍ତି, ବରଂ ଆମ ରାଜ୍ୟ ପାଇଁ ପ୍ରେରଣାର ଉତ୍ସ । ସେମାନଙ୍କ ପ୍ରୟାସରେ ଓଡ଼ିଶାର ସମୃଦ୍ଧ ପ୍ରାକୃତିକ ସମ୍ପଦ ଏବଂ ଉତ୍କୃଷ୍ଟ ମାନବ ସମ୍ବଳ ଆମକୁ ବିଶ୍ୱ ମାନଚିତ୍ରରେ ଏକ ସ୍ୱତନ୍ତ୍ର ପରିଚୟ ଦେବ ବୋଲି ସେ ମତପ୍ରକାଶ କରିଥିଲେ ।
The post ପ୍ରାକୃତିକ ସମ୍ପଦ, ସମ୍ଭାବନା, ଯୁବଶକ୍ତି ଓ ବୈଷୟିକ ଜ୍ଞାନକୌଶଳ ସମନ୍ୱୟରେ ନୂଆ ଆର୍ଥିକ ଅଧ୍ୟାୟ ତିଆରି କରିବ ଓଡ଼ିଶା – ଧର୍ମେନ୍ଦ୍ର ପ୍ରଧାନ appeared first on Truthink.