ବିଜୁବାବୁ Archives - Truthink

ଆଜି ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ତିରୋଧାନ ଦିବସ ଅବସରରେ ରକ୍ତଦାନ ଶିବିର ଅନୁଷ୍ଠିତ
ପରଜଙ୍ଗ : ଆଜି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ । ବିଜୁବାବୁଙ୍କ ତିରୋଧାନ ଦିବସରେ ରାଜ୍ୟବାସୀଙ୍କ ପ୍ରତି ବିଜେଡିର ସାମାଜିକ ଦାୟିତ୍ୱ ଓ ପ୍ରତିବଦ୍ଧତା ଦୃଷ୍ଟିରୁ ପ୍ରତ୍ୟେକ ଜିଲ୍ଲା ଓ ସମସ୍ତ ନିର୍ବାଚନ ମଣ୍ଡଳୀରେ ଓଡ଼ିଶା ମୋ ପରିବାର ପକ୍ଷରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଜରିଆରେ ସମୂହ ରକ୍ତଦାନ ଶିବିର ଆୟୋଜନ କରାଯାଉଛି ।

ଏହି ଅବସରରେ ଆଜି ପରଜଙ୍ଗ ମହାବିଦ୍ୟାଳୟ ଠାରେ ଏକ ପରଜଙ୍ଗ ନିର୍ବାଚନ ମଣ୍ଡଳୀ ସ୍ତରୀୟ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏହି ରକ୍ତଦାନ ଶିବିରରେ ପୂର୍ବତନ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ତଥା ବର୍ତ୍ତମାନର ବିଧାୟକ ନୃସିଂହ ଚରଣ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦାନ ଦେଇ ବିଜୁବାବୁଙ୍କ ଫଟୋ ଚିତ୍ରରେ ପ୍ରଦୀପ ପ୍ରଜ୍ୱଳନ କରି ଶୁଭାରମ୍ଭ କରିଥିଲେ ।

ତେବେ ଏଥିରେ ସମ୍ମାନିତ ଅତିଥି ଭାବରେ ଯୁବନେତା ଅସିତ କୁମାର ରାୟ ଚୌଧୁରୀ, ଜିଲ୍ଲାପରିଷଦ ଉପାଧ୍ୟକ୍ଷା ବିଳାସିନୀ ସେଠୀ, ଜିଲ୍ଲାପରିଷଦ ନିରାକାର ପ୍ରଧାନ, ବିଜୁଜନତା ଦଳର ଭାଇସ ପ୍ରେସିଡେଣ୍ଟ ସିଷ୍ଟର ନିବେଦିତା, ପୂର୍ବତନ ବ୍ଲକ ଅଧକ୍ଷ ଅକ୍ଷୟ ବେହେରା, ପରଜଙ୍ଗ ବ୍ଲକ ବିଜୁ ଯୁବଜନତା ଦଳର ସଭାପତି ସୁବ୍ରତ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

The post ଆଜି ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ତିରୋଧାନ ଦିବସ ଅବସରରେ ରକ୍ତଦାନ ଶିବିର ଅନୁଷ୍ଠିତ appeared first on Truthink.