ସଞ୍ଜୟ କୁମାର ମିଶ୍ର Archives - Truthink

ସରସ୍ବତୀ ଶିଶୁମନ୍ଦିରର ସପ୍ତବିଂଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
କାମାକ୍ଷାନଗର : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ସରସ୍ବତୀ ଶିଶୁମନ୍ଦିରରେ ଗତକାଲି ସପ୍ତବିଂଶତମ ବାର୍ଷିକ ଉତ୍ସବ ବିଦ୍ୟାଳୟର ସଭାପତି ସଞ୍ଜୟ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ହୋଇଯାଇଛି l ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ କାମାକ୍ଷାନଗର ଉପଖଣ୍ଡର ଉପଜିଲ୍ଲାପାଳ ଶ୍ରୀଯୁକ୍ତ ନାରାୟଣ ଚନ୍ଦ୍ର ନାୟକ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବ୍ଲକ ଶିକ୍ଷାଅଧିକାରୀ ଶ୍ରୀଯୁକ୍ତ ସରୋଜ କୁମାର ସାହୁଙ୍କ ସମେତ ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଗୌରଚନ୍ଦ୍ର ନନ୍ଦ ମଞ୍ଚରେ ଉପସ୍ଥିତ ଥିଲେ l

ବିଦ୍ୟାଳୟର ସମସ୍ତ କୁନି କୁନି ଛାତ୍ର ଛାତ୍ରୀଙ୍କ ଦ୍ୱାରା ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ବିତରଣ କରିବା ସହ ବିଦ୍ୟାଳୟରେ ସର୍ବାଧିକ ନମ୍ବର ରଖିଥିବା କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା l ମୁଖ୍ୟ ଅତିଥି ଶ୍ରୀ ନାରାୟଣ ଚନ୍ଦ୍ର ନାୟକ ନିଜ ଅଭିଭାଷଣରେ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ତମ ରୂପେ ଗଢିତୋଳିବାର ଆହ୍ୱାନ ଦେବା ସହ ପ୍ରଶାସନିକ ଅଧିକାରୀଙ୍କ ସୁନ୍ଦର ସଂଗୀତ ଗାନ ଉପସ୍ଥିତ ସମସ୍ତ ଦର୍ଶକଙ୍କ ମନ ମୋହିଥିଲା l

The post ସରସ୍ବତୀ ଶିଶୁମନ୍ଦିରର ସପ୍ତବିଂଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ appeared first on Truthink.