ସ୍ୱେଚ୍ଛାକୃତ ରକ୍ତ ଦାନ ଶିବିର Archives - Truthink

ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନ ଅବସରରେ ରକ୍ତ ଦାନ ଶିବିର ଅନୁଷ୍ଠିତ
କାମାକ୍ଷାନଗର : ଆଜି ହେଉଛି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ । ମୁଖ୍ୟମନ୍ତ୍ରୀ 77 ବର୍ଷରେ ପାଦ ଦେଇଛନ୍ତି । ଏହି ଅବସରରେ କାମାକ୍ଷାନଗର ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଏକ ମେଗା ସ୍ୱେଚ୍ଛାକୃତ ରକ୍ତ ଦାନ ଶିବିର କାମାକ୍ଷା ନଗର ଇନଡୋର ଷ୍ଟାଡିୟମ୍ ଠାରେ ଅନୁଷ୍ଠିତ ହୋଇଯାଇଛି ।

ସୂଚନା ମୁତାବକ, ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗ ଦେଇ ଏହି ଶିବିର କୁ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ରୂପେ ମାନ୍ୟବର ସାଂସଦ ଶ୍ରୀଯୁକ୍ତ ମହେଶ ସାହୁ, ପରଜଙ୍ଗ ବିଧାୟକ ଡାକ୍ତର ନୃସିଂହ ଚରଣ ସାହୁ, କାମାକ୍ଷା ନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ଧର୍ମାନନ୍ଦ ପରିଡ଼ା, କାମାକ୍ଷା ନଗର ବ୍ଲକ୍ ଅଧ୍ୟକ୍ଷ ପ୍ରେମାନନ୍ଦ ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ ।

ସେଇଭଳି ଅନ୍ୟମାନଙ୍କ ମଧ୍ୟରେ ବିଜୁ ଛାତ୍ର ଜନତା ଦଳର ସଭାପତି ସୁରଜ କୁମାର ମହାପାତ୍ର, କାମାକ୍ଷା ନଗର ବ୍ଲକ୍ ଓ ବିଜ୍ଞାପିତ ଅଂଚଳ ପରିଷଦର ସମସ୍ତ ବିଜୁ ଜନତା ଦଳର ଉପସ୍ଥିତ ରହି ରକ୍ତଦାତାଙ୍କୁ କରିଥଲେ । ଏହି କାର୍ଯ୍ୟକ୍ରମରେ ମୋଟ 505 ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା l

The post ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନ ଅବସରରେ ରକ୍ତ ଦାନ ଶିବିର ଅନୁଷ୍ଠିତ appeared first on Truthink.